Masthead

ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି ଅଜିତ ପାୱାର

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):   ମହାରାଷ୍ଟ୍ର ରାଜନୀତିରେ ହଟଚମଟ । ଏନସିପିରେ ଫାଟ । ରାଜଭବନରେ ପହଞ୍ଚିଲେ ଏନ୍‌ସିପି ନେତା ଅଜିତ ପାୱାର । ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଉପମୁଖ୍ୟମନ୍ତ୍ରୀ ଫଡନାଭୀଶ ମଧ୍ୟ ପହଞ୍ଚିଛନ୍ତ । ଅଜିତ ପାୱାରଙ୍କ ପ୍ରତି ଏନ୍‌ସିପିର ୧୩ ବିଧାୟକଙ୍କ ସମର୍ଥନ ସୂଚନା ରହିଛି । ବର୍ତ୍ତମାନ ମହାରାଷ୍ଟ୍ରରେ ବିରୋଧୀଦଳ ନେତା ଅଛନ୍ତି ଅଜିତ ପାୱାର । ଏନ୍‌ସିପିର ପୁର୍ନଗଠନକୁ ନେଇ ଖୁସି ନ ଥିଲେ ଅଜିତ ପାୱାର । ବିରୋଧୀଦଳ ନେତା ପଦ ଛାଡ଼ି ମନ୍ତ୍ରିମଣ୍ଡଳରେ ସାମିଲ ହେବା ସମ୍ଭାବନା ରହିଛି । ଛଗନ ଭୁଜବଳ ମଧ୍ୟ ମନ୍ତ୍ରିପରିଷଦରେ ସାମିଲ ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼