Masthead

ମଣିପୁର ହିଂସା, ସୁରକ୍ଷାକର୍ମୀଙ୍କୁ ଗୁଳି ଚଳାଇଲେ ବିଦ୍ରୋହୀ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ଥମୁନି ମଣିପୁର ହିଂସା । ଦିନକୁ ଦିନ ଉଗ୍ର ହେବାରେ ଲାଗିଛି । ଶନିବାର ମଧ୍ୟ ରାତିରେ ବିଷ୍ଣୁପୁରରେ ଜିଲ୍ଲାରେ ଦଙ୍ଗାକାରୀ ପୋଲିସ ଉପରକୁ ଗୁଳି ଚାଳନା କରିଛନ୍ତି । ଘଟଣାସ୍ଥଳରେ ୩ଜଣ ମୃତ୍ୟୁ ହୋଇଛି । ଶନିବାର ବିଳମ୍ବିତ ରାତିରେ ମଣିପୁରର ଉତ୍ତରପଶ୍ଚିମ ପ୍ରାନ୍ତରେ ଗୁଳିମାଡର ଶବ୍ଦ ଶୁଣାଯାଇଥିଲା ।

ଡମ୍ପି ପାହାଡି ଇଲାକାରେ ଅଜ୍ଞାତ ଅସ୍ତ୍ରଶସ୍ତ୍ରଧାରୀ ବ୍ୟକ୍ତିଙ୍କ ସହ କୁକି ବିଦ୍ରୋହୀ ମିଶି ସେଠାରେ ମୁତୟନ ହୋଇଥିବା ବିଡିଏଫ୍ ଓ ପୁଲିସ କମାଣ୍ଡୋଙ୍କ ଉପରକୁ ଗୁଳିମାଡ କରିଥିଲେ । ରାତି ସାରା ଗୁଳିମାଡ ଜାରି ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ