Masthead

ଏନସିପିରେ ଫାଟ ପରେ ପ୍ରତିକ୍ରିୟା ରଖିଲେ ଶରଦ ପାୱାର

ନୁଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏନସିପିରେ ଫାଟ,ପ୍ରତିକ୍ରିୟା ରଖିଲେ ଶରଦ ପାୱାର । ଅଜିତଙ୍କ ସହିତ ଅସଲ ଏନସିପି ନାହିଁ କହିଛନ୍ତି ଶରଦ ପାୱାର । ଆଜି କିଛି ବିଧାୟକ ତାଙ୍କୁ କଲ କରିଥଲେ । ସେମାନେ ଅଜିତଙ୍କ ସହ ନଥିବା  ସେ କହିଛନ୍ତି । ପାର୍ଟି ଛାଡିଥିବା ନେତାଙ୍କ ଉପରେ ଆକ୍ସନ ହେବ,ପୁଣି ଥରେ ପାର୍ଟିକୁ ଠିଆ କରି ଦେଖାଇବେ କହିଛନ୍ତି ଶରଦ ପାୱାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼