Masthead

ଆକ୍ରମଣର ଶିକାର ହେଲେ ଏସ୍ପି ସାଗରିକାଙ୍କ ବାପା-ମାଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବାଲେଶ୍ୱର ଏସ୍ପି ସାଗରିକା ନାଥଙ୍କ ବାପା-ମାଆଙ୍କୁ ଆକ୍ରମଣ । ଆର୍ମି ହସ୍ପିଟାଲ ନିକଟରୁ ଫେରୁଥିବାବେଳ ଆକ୍ରମଣର ଶିକାର ହୋଇଛନ୍ତି । ଦୁଇ ଜଣ ବୁର୍ବୃତ୍ତ ବାଇକରେ ପିଛା କରିବା ପରେ ଘାଟିକିଆସ୍ଥିତ ଏକ ନିର୍ଜନ ଅଞ୍ଚଳରେ ତାଙ୍କୁ ଅଟକାଇଥିଲେ। ତାଙ୍କ କାର ଆଗରେ ବାଇକ ରଖିଦେଇଥିଲେ। ପରେ ଦମ୍ପତ୍ତିଙ୍କୁ କାରରୁ ଓହ୍ଲାଇ ଟଣାଓଟରା କରିଥିଲେ।

ସାଗରିକାଙ୍କ ବାପା ଦୁର୍ବୃତ୍ତମାନଙ୍କୁ ବାଧା ଦେବାରୁ ସେମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଅଭିଯୁକ୍ତମାନେ ରାଗରେ ଦମ୍ପତିଙ୍କୁ ଆକ୍ରମଣ କରିଥିଲେ। ପାଟି ଶୁଣି କିଛି ଲୋକ ପହଞ୍ଚି ଯିବାରୁ ଭୟରେ ଲୁଟେରାମାନେ ସେଠାରୁ ଚମ୍ପଟ ମାରିଥିଲେ। ଖବରପାଇ ଭରତପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦମ୍ପତିଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭର୍ତ୍ତି କରାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ