Masthead

‘ଯଦି ଅଜିତ ପାୱାର ଫେରନ୍ତି, ବହୁତ ଖୁସି ହେବି’

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):   ମହାରାଷ୍ଟ୍ରରେ ରାଜନୈତିକ କମ୍ପନ। ଏକନାଥଙ୍କ ସରକାରରେ ଅଜିତ ପାୱାର ଯୋଗ ଦେବା ପରେ ମହାରାଷ୍ଟ୍ର ରାଜନୀତିରେ ଦେଖା ଦେଇଛି ହଟଚମଟ । ଖାଲି ଅଜିତ ନୁହନ୍ତି ଦଳର ୮ ଜଣ ବିଧାୟକ ଏକନାଥ ସିନେ୍ଦଙ୍କ ଗୋଷ୍ଠୀରେ ଯୋଗ ଦେଇଛନ୍ତି । ଏହି ମନ୍ତ୍ରୀମାନଙ୍କ ମଧ୍ୟରେ ଶରଦ ପାୱାରଙ୍କ ବିଶ୍ୱସ୍ଥ ଛଗନ ଭୁଜବଳ ମଧ୍ୟ ଅଛନ୍ତି । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏନସିପିର କାର୍ଯ୍ୟକାରୀ ଅଧ୍ୟକ୍ଷ ସୁପ୍ରିୟା ସୁଲେ ।

ସେ କହିଛନ୍ତି ଅଜିତ୍ ପାୱାରଙ୍କ ପ୍ରତି ସର୍ବଦା ତାଙ୍କ ଭଲପାଇବା ରହିଛି । ତାଙ୍କ ସହ କୌଣସି ମତଭେଦ ନାହିଁ । ଯଦି ଅଜିତ ପାୱାର ଫେରନ୍ତି, ବହୁତ ଖୁସି ହେବି । ଅଜିତ ପାୱାର ଏବେବି ମୋ ଭାଇ ହୋଇ ରହିଛନ୍ତି । ଆଗକୁ ମଧ୍ୟ ସର୍ମ୍ପକ ଭଲ ରହିବ । ଏନସିପି ହେଉଛି ଆମ ପରିବାର । ଶରଦ ପାୱାର ସମସ୍ତଙ୍କୁ ନିଜ ଛୁଆ ଭଳି ଦେଖନ୍ତି । ଆଜି ଯେଉଁ ବିବାଦ ଦେଖାଦେଇଛି ତାର କିଛି କାରଣ ଥାଇ ପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା