Masthead

ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଜୁଲାଇ ୮ ଯାଏଁ ଚାଲିବ ପରୀକ୍ଷା । ସକାଳ ୯ଟାରୁ ୧୧ ଟା ଯାଏଁ ପରୀକ୍ଷା ଅନୁଷ୍ଠିତ ହେଉଛି। ରାଜ୍ୟରେ ୮୦ ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଚଳିତ ବର୍ଷ ୧ହଜାର ୩୧୧ ଜଣ ଛାତ୍ରଛାତ୍ରୀ ଫର୍ମପୂରଣ କରିଛନ୍ତି । ସକାଳୁ ପରୀକ୍ଷାର୍ଥୀମାନେ ଶୃଙ୍ଖଳିତ ଢଙ୍ଗରେ ଆସି ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ଧୋଇନେଲା ଚାଷ, ଏବେ ଚିନ୍ତାରେ ଚାଷୀ 🔴 ସମୁଦ୍ର ବାଲିକୁ ବି ଛାଡ଼ିଲେନି ବାଲି ମାଫିଆ 🔴 ନବମ ଛାତ୍ରଙ୍କୁ ନିସ୍ତୁକ ମାରିଲେ ଦଶମ ଛାତ୍ର 🔴 ମଝି ଆକାଶରେ ଥରିଲା ଏୟାର ଇଣ୍ଡିଆ ବିମାନ 🔴 ଦୁଇଟି ବଡ଼ ଘଟଣା, ସ୍କାନରରେ ୨୪୦ବ୍ୟକ୍ତି 🔴 ବନ୍ୟା ପରବର୍ତ୍ତୀ ସ୍ଥିତିକୁ ନେଇ ସଚିବସ୍ତରୀୟ ବୈଠକ 🔴 ତାମିଲନାଡୁରେ ରାଜନୈତିକ ଝଡ଼,ଉଦୟନିଧି ଷ୍ଟାଲିନଙ୍କ ଗିରଫକୁ ନେଇ ବଡ଼ ଚର୍ଚ୍ଚା…. 🔴 ମଦ ଦୋକାନକୁ ବିରୋଧ କରି ୬ଘଣ୍ଟିଆ ଜଟଣୀ ବନ୍ଦ ଡାକରା 🔴 ଟ୍ରେନ୍‌ରେ ବ୍ରହ୍ମପୁର ଗଲେ ରାଷ୍ଟ୍ରପତି 🔴 ପ୍ରବଳ ବର୍ଷା ସମ୍ଭାବନା! 🔴 ବନ୍ୟା ଧୋଇନେଲା ଚାଷ, ଏବେ ଚିନ୍ତାରେ ଚାଷୀ 🔴 ସମୁଦ୍ର ବାଲିକୁ ବି ଛାଡ଼ିଲେନି ବାଲି ମାଫିଆ 🔴 ନବମ ଛାତ୍ରଙ୍କୁ ନିସ୍ତୁକ ମାରିଲେ ଦଶମ ଛାତ୍ର 🔴 ମଝି ଆକାଶରେ ଥରିଲା ଏୟାର ଇଣ୍ଡିଆ ବିମାନ 🔴 ଦୁଇଟି ବଡ଼ ଘଟଣା, ସ୍କାନରରେ ୨୪୦ବ୍ୟକ୍ତି 🔴 ବନ୍ୟା ପରବର୍ତ୍ତୀ ସ୍ଥିତିକୁ ନେଇ ସଚିବସ୍ତରୀୟ ବୈଠକ 🔴 ତାମିଲନାଡୁରେ ରାଜନୈତିକ ଝଡ଼,ଉଦୟନିଧି ଷ୍ଟାଲିନଙ୍କ ଗିରଫକୁ ନେଇ ବଡ଼ ଚର୍ଚ୍ଚା…. 🔴 ମଦ ଦୋକାନକୁ ବିରୋଧ କରି ୬ଘଣ୍ଟିଆ ଜଟଣୀ ବନ୍ଦ ଡାକରା 🔴 ଟ୍ରେନ୍‌ରେ ବ୍ରହ୍ମପୁର ଗଲେ ରାଷ୍ଟ୍ରପତି 🔴 ପ୍ରବଳ ବର୍ଷା ସମ୍ଭାବନା!