Masthead

ଶ୍ୱଶୁର ଘର ଗାଁ ପାଖ ଜଙ୍ଗଲରୁ ମିଳିଲା ଜ୍ୱାଇଁର ମୃତଦେହ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ) ଶ୍ୱଶୁର ଘର ଗାଁ ପାଖ ଜଙ୍ଗଲରୁ ଉଦ୍ଧାର ହୋଇଛି ଜ୍ୱାଇଁର ଝୁଲନ୍ତା ମୃତଦେହ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଅନ୍ତର୍ଗତ ଯମୁନାବାହାଲ ଗାଁରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ମୁରିବାହାଲ ଥାନା ସାଲେଭଟା ଗାଁ ର ନବ ଭୋଇ । ନବ ବାହାର ରାଜ୍ୟରେ ଦାଦନ ଖଟନ୍ତି। ପୂରା ପରିବାର ମଧ୍ୟ ତାଙ୍କ ସାଙ୍ଗରେ ବାହାର ରାଜ୍ୟରେ ରୁହନ୍ତି। କିଛି ଦିନ ତଳେ ପରିବାର ସହ ନିଜ ଘରକୁ ଫେରିଥିଲେ। ଗାଁରେ କିଛି ଦିନ ରହିବା ପରେ ନବ ତାଙ୍କ ସ୍ତ୍ରୀ ମଧ୍ୟରେ କୌଣସି କଥାକୁ ଝଗଡ଼ା ହୋଇଥିଲା। ପରେ ନବଙ୍କ ସ୍ତ୍ରୀ ତାଙ୍କ ପାଞ୍ଚଟି ପୁଅ ଓ ଜଣେ ଝିଅକୁ ନେଇ ନିଜ ବାପ ଘର ସାଲେଭଟା ଗାଁକୁ ପଳାଇ ଆସିଥିଲେ। ଆଜି ସକାଳେ ସାଲେଭଟା ଗାଁ ନିକଟରେ ଥିବା ଜଙ୍ଗଲରୁ ନବଙ୍କ ଝୁଲନ୍ତା ମୃତଦେହ ସ୍ଥାନୀୟ ଲୋକେ ଦେଖିଥିଲେ ।ଏନେଇ ସ୍ଥାନୀୟ ଲୋକେ ପରିବାର ଲୋକ ଓ ପୋଲିସକୁ ଖବର ଦେଇଥିଲେ ।ପୋଲିସ ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ