Masthead

ଜେଲ୍ ଗଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ

ସୁନ୍ଦରରଗଡ଼ (ବଡ଼ ଖବର ବ୍ୟୁରୋ): ୫ ଦିନିଆ ରିମାଣ୍ଡ ପରେ ଆଜି କୋର୍ଟରେ ହାଜର ହୋଇଥିଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ । ସୁନ୍ଦରଗଡ଼ ଜେଲ୍ ଗଲେ ପ୍ରଶାନ୍ତ ରାଉତ । ଭିଜିଲାନ୍ସ ଜାଲରେ ଧରାପଡିଥିବା ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ରିମାଣ୍ଡ ଅବଧି ଶେଷ ହୋଇଛି । ମେଡିକାଲ ଯାଂଚ ପରେ ସୁନ୍ଦରଗଡ଼ ଭିଜଲାନ୍ସ କୋର୍ଟରେ ହାଜର ହୋଇଥିଲେ ପ୍ରଶାନ୍ତ । ୫ ଦିନିଆ ରିମାଣ୍ଡରେ ନେଇ ଜେରା କରିଥିଲା ଭିଜିଲାନ୍ସ । କେଉଁଠୁ ଆସିଲା ଏତେ ସମ୍ପତ୍ତି ତାକୁ କରିଥିଲା ଖୋଳତାଡ଼ । ଭିଜିଲାନ୍ସ ରେଡ୍ ବେଳେ ତାଙ୍କ ଘରୁ ନଗଦ ୩ କୋଟି ଟଙ୍କା ଜବତ ହୋଇଥିଲା । ଆୟଠୁ ୫୦୬ ପ୍ରତିଶତ ଅଧିକ ସମ୍ପତ୍ତି ଠୁଳ କରିଥିଲେ ପ୍ରଶାନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ