Masthead

ନିଶା ନିବାରଣ ପାଇଁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଆଜିକାଲି ନିଶା ଖାଇ ପଥଭ୍ରଷ୍ଟ ହେଉଥିବା ଯୁବଗୋଷ୍ଠୀଙ୍କୁ ସମାଜର ମୁଖ୍ୟସ୍ରୋତକୁ ଫେରାଇ ଆଣିବା ପାଇଁ ଏକ ଅଭିନବ ପ୍ରୟାସ ଆରମ୍ଭ କରିଛନ୍ତି ଜଗତସିଂହପୁର ଜିଲ୍ଲାର ଯୁବଗୋଷ୍ଠୀ । ଯୁବଗୋଷ୍ଠୀ ନିଜ ପ୍ରୟାସରେ ଡିସେଣ୍ଟ ଲାଇଭ ଫାଉଣ୍ଡେସନ ନାମରେ ଏକ ନିଶା ନିବାରଣ କେନ୍ଦ୍ର ଖୋଲି ସମସ୍ତଙ୍କ ପାଇଁ ଉଦାହରଣ ପାଲଟିଛନ୍ତି । ଯୁବଗୋଷ୍ଠୀଙ୍କର ଏହି ପ୍ରୟାସ ସମାଜ ପାଇଁ ପ୍ରେରଣାଦାୟୀ ହୋଇପାରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ