Masthead

ଏସ୍ପିିଙ୍କ ବାପାମାଆଙ୍କୁ ଲୁଟ ଘଟଣା, ୨ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଏସପିଙ୍କ ବାପାମାଆଙ୍କୁ ଲୁଟ ଘଟଣା । ଘଟଣାସ୍ଥଳରୁ ମିଳିଛି ବାଇକ,୨ ଅଭିଯୁକ୍ତ ଚିହ୍ନଟ । ପ୍ରେସମିଟ କରି ସୂଚନା ଦେଲେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ । ଖୁବଶୀଘ୍ର ସେମାନଙ୍କୁ ଧରାଯିବ କହିଲେ ପ୍ରତୀକ ସିଂ । ଭରତପୁର ଥାନାରେ ହୋଇଛି ମାମଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ