Masthead

ଅଜିତଙ୍କୁ ଝଟକା, ୨ ବାଗି ବିଧାୟକଙ୍କ ୟୁ-ଟର୍ନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ପରେ ୟୁ-ଟର୍ନର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି। ଅଜିତ ପାୱାରଙ୍କ ସହ ବିଦ୍ରୋହ କରିଥିବା ଦୁଇ ଜଣ ବିଧାୟକ ନିଜ ଘର(ଏନସିପି)କୁ ଫେରିଛନ୍ତି। ଅଜିତ ପାୱାରଙ୍କ ସମର୍ଥକ ବିଧାୟକ ଦିଲ୍ଲୀପ ମୋହିତ ପାଟିଲ କରିଛନ୍ତି ଅଜିତ ପାୱାର ଗତକାଲି ବିଧାୟକଙ୍କୁ ନ ଜଣାଇ ତାଙ୍କ ଦସ୍ତଖତ ନେଇଥିଲେ। ଆମେ ତାଙ୍କ ପଦକ୍ଷେପ ସହିତ ସହମତ ନୁହଁ। ରବିବାର ଅଜିତଙ୍କ ଶପଥ ଗ୍ରହଣ ସମାରୋହରେ ଦିଲ୍ଲୀପ ମୋହିତ ପାଟିଲ ମଧ୍ୟ ଉପସ୍ଥିତ ଥିଲେ। ବିଦ୍ରୋହର ପରଦିନ ଏନସିପି ବିଧାୟକ ମକରନ୍ଦ ପାଟିଲ ମଧ୍ୟ ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସହ ହାଜର ହୋଇଥିଲେ। ରବିବାର ଦିନ ଶପଥ ଗ୍ରହଣ ସମାରୋହରେ ମକରନ୍ଦ ପାଟିଲ ଯୋଗ ଦେଇଥିଲେ ଏବଂ ସୋମବାର ଶରଦ ପାୱାରଙ୍କ କାରରେ ବସିଥିବାର ନଜର ଆସିଥିଲେ।

ବିଦ୍ରୋହୀ ବିଧାୟକଙ୍କ ଉପରେ ଏନସିପି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି ଏହି ସମୟରେ ଶପଥ ଗ୍ରହଣ କରିଥିବା ବିଧାୟକଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରି ଏନସିପି । ସେମାନଙ୍କୁ ବରଖାସ୍ତ କରିଛି। ମହାରାଷ୍ଟ୍ର ଏନସିପି ସଭାପତି ଜୟନ୍ତ ପାଟିଲ କହିଛନ୍ତି ଯେ ଦଳର ପ୍ରତୀକ ବ୍ୟବହାର କରିବାକୁ କାହାକୁ ଅନୁମତି ଦିଆଯାଇ ନାହିଁ, ଯଦି ଏହା କରାଯାଏ ତେବେ ଆଇନଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନସିପି ମୁଖ୍ୟ ଶରଦ ପାୱାର ମଧ୍ୟ ସମଗ୍ର ରାଜ୍ୟ ଭ୍ରମଣ କରିବାକୁ ଯାଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼