ରାଜ୍ୟରେ ବଢିବ ବର୍ଷା ପରିମାଣ, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ବଢିବ ବର୍ଷା ପରିମାଣ । ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ । ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣ ପଶ୍ଚିମ ଦିଗରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଯାଏଁ ଲମ୍ବିଛି ମୌସୁମୀ ନିମ୍ନ ଚାପରେଖା । ଏହା ପ୍ରଭାବରେ ଆଜି ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ । ୧୮ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆସନ୍ତା ୨ ଦିନ ସାରା ରାଜ୍ୟରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ହେବ । ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ । ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବ । କାଲିଠୁ ଅତି ପ୍ରବଳ ବର୍ଷା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଗତକାଲି କିଛି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ