Masthead

ଝାନସୀରେ ଭୟଙ୍କର ଅଗ୍ନିକାଣ୍ଡ

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶ ଝାନସୀରେ ଭୟଙ୍କର ଅଗ୍ନିକାଣ୍ଡ । ୩ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ଜୀବନ ଯାଇଛି । ଝାନସୀର ଏକ ମାର୍କେଟରେ ଅଗ୍ନିକାଣ୍ଡ ହୋଇଥିଲା । ନିଆଁ ଲିଭାଇବା ପାଇଁ ୮୦ଟି ଦମକଳ ଗାଡି ନିୟୋଜିତ ହୋଇଥିଲା । ନିଆଁ ଏତେ ଭୟଙ୍କର ଥିଲା ଯେ, ଉଦ୍ଧାର କାର୍ୟ୍ୟ ପାଇଁ ସେନାର ସହାୟତା ନିଆଯାଇଥିଲା ।

୧୦ ଘଣ୍ଟା ଚାଲିଥିଲା ରେସକ୍ୟୁ ଅପରେସନ୍ ଚାଲିଥିବା ବେଳେ ସେନା ସହିତ ପୋଲିସ ମଧ୍ୟ ରେସକ୍ୟୁ ଅପରେସନରେ ସାମିଲ ହୋଇଥିଲା । ପ୍ରଥମେ ମାର୍କେଟରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ ନିଆଁ ଲାଗିଥିଲା । ଏହା ପରେ ନିଆଁ ଗୋଟିଏ ପରେ ଗୋଟିଏ ଦୋକାନକୁ ବ୍ୟାପିଥିଲା । ତେବେ ଘଟଣାର ତଦନ୍ତ କରିବା ପାଇଁ ନିଦେ୍ର୍ଦଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା