Masthead

ଦୁଇ ନେତାଙ୍କୁ ଅଯୋଗ୍ୟ ଘୋଷଣା କରିବା ପାଇଁ ବାଚସ୍ପତିଙ୍କୁ ଆବେଦନ କରିଛୁ: ପ୍ରଫୁଲ୍ଲ ପଟେଲ

ମୁମ୍ବାଇ  (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ରାଜନୀତିରେ ଚାଲିଛି ଛକାପଞ୍ଝା । ଏନସିପି ବିଦ୍ରୋହୀ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ସାଂସଦ ତଥା ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ ପ୍ରଫୁଲ୍ଲ ପଟେଲ ଓ ସାଧାରଣ ସମ୍ପାଦକ ସୁନୀଲ ତଟକରେଙ୍କୁ ଦଳରୁ ବିଦା କରାଯାଇଛି । କିନ୍ତୁ ଅଜିତ ପାୱାରଙ୍କ ଗୋଷ୍ଠୀ ପକ୍ଷରୁ ରାଜ୍ୟ ସଭାପତି ଜୟନ୍ତ ପାଟିଲଙ୍କୁ ବିଦା କରାଯାଇ ନୂଆ ସଭାପତି ଭାବେ ସୁନୀଲ ତଟକରେଙ୍କୁ ନିଯୁକ୍ତ କରାଯାଇଛି ବୋଲି ପ୍ରଫୁଲ୍ଲ ପଟେଲ କହିଛନ୍ତି।

ଆମକୁ ଅଯୋଗ୍ୟ ଘୋଷଣା କରିବା ଅଧିକାର କାହାରି ନାହିଁ ବୋଲି ପଟେଲ କହିଛନ୍ତି। ଜୟନ୍ତ ପାଟିଲ ଓ ଜିତେନ୍ଦ୍ର ଅୱଦଙ୍କୁ ଅଯୋଗ୍ୟ ଘୋଷଣା କରିବା ପାଇଁ ଆମେ ବାଚସ୍ପତିଙ୍କୁ ଆବେଦନ କରିଛୁ ବୋଲି ଅଜିତ ପାୱାର କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ