Masthead

କୁଆଡ଼େ ଗଲେ ବିଦ୍ୟାଭାରତୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା । ୩ ଜଣଙ୍କ ନାଁରେ ଗିରଫ ପରୱାନା ଜାରି ହୋଇଥିଲା । ପତ୍ନୀ ବିଦ୍ୟାଭାରତୀଙ୍କୁ ପାଉନି ପୋଲିସ । କପ୍ତିପଦା ଗୌଡ ଗାଁରେ ନାହାନ୍ତି ବିଦ୍ୟାଭାରତୀ । ଗାଁକୁ ୨ଥର ଯାଇ ଖାଲି ହାତରେ ଫେରିଲା ପୋଲିସ । କାର୍ଯ୍ୟରତ ବେତନଟୀ ଅଫିସରେ ବି ନାହାନ୍ତି ବିଦ୍ୟାଭାରତୀ ।

ପତ୍ନୀ, ଡିଏଫଓ, ରୋଷେୟାଙ୍କ ନାଁରେ ଜାରି ହୋଇଛି ଏନବିଡବ୍ଲୁ । ଡିଏଫଓ ସଂଗ୍ରାମ ବେହେରା, ରୋଷେୟା ମନ୍ମଥ କୁମ୍ଭଙ୍କ ନାଁରେ ଗିରଫ ପରୱାନା । କୁଆଡ଼େ ଗଲେ ବିଦ୍ୟାଭାରତୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା