Masthead

‘୫୧ ବିଧାୟକ ବିଜେପି ସହ ମିଶି ଗଢିବାକୁ ଚାହୁଁଥିଲେ ସରକାର’

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ରାଜନୀତି । ଏନସିପି ନେତା ପ୍ରଫୁଲ୍ଲ ପଟେଲଙ୍କ ବଡ ଦାବି । ଯେଉଁଥିରେ ସେ କହିଛନ୍ତି ଯେ ଗତ ବର୍ଷ ଯେତେବେଳେ ଏମଭିଏ ସରକାର ଭାଙ୍ଗୁଥିଲା, ସେତେବେଳେ ଦଳର ୫୪ ବିଧାୟକଙ୍କ ମଧ୍ୟରୁ ୫୧ ବିଜେପି ସହ ସହ ସରକାର ଗଠନ ବିଷୟରେ ଆଲୋଚନା କରିଥିଲେ। ଏକ ବାର୍ତ୍ତାଳାପରେ ଏନସିପି ନେତା ପ୍ରଫୁଲ୍ଲ ପଟେଲ ଶିବସେନା ଭାଙ୍ଗିବା କାରଣରୁ ମହାରାଷ୍ଟ୍ରରେ ସୃଷ୍ଟି ହୋଇଥିବା ପରିସ୍ଥିତି ବିଷୟରେ କହିଥିଲେ ଯେ ସେତେବେଳେ ଆମକୁ ଏକ ସୁଯୋଗ ମିଳିଥିଲା, କିନ୍ତୁ ଏନସିପି ନେତୃତ୍ୱ ଠିକ ସମୟରେ ନିଷ୍ପତ୍ତି ନେଇପାରି ନ ଥିଲେ। ଏହା ପରେ ଏକନାଥ ସିନ୍ଦେ ଏହାର ସୁଯୋଗ ନେଇ ଦେବେନ୍ଦ୍ର ଫଡନବିଶଙ୍କ ସହ ସରକାର ଗଠନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି