Masthead

ବିଶ୍ୱ କରୋନା: ମୃତ୍ୟୁ ସଂଖ୍ୟା୧୧ ଲକ୍ଷ ଟପିଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କରୋନା ମହାମାରୀ ଥମିବାର ନାଁ ଧରୁନାହିଁ । ବିଶ୍ୱର ମୋଟ ୨୧୪ ଦେଶକୁ ବ୍ୟାପିଛି ମହାମାରୀ କରୋନା । ବିଶ୍ୱରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୧ ଲକ୍ଷ ପାର କରିସାରିଲାଣି । ମୋଟ ୧୧ ଲକ୍ଷ ୦୨ ହଜାର ୩୯୮ଜଣଙ୍କ ଜୀବନ ନେଇ ସାରିଛି କରୋନା । ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୯୧ ଲକ୍ଷ ୫୦ ହଜାର ୬୪୪ ରହିଛି । ଏଥି ମଧ୍ୟରୁ ୨ କୋଟି ୯୩ ଲକ୍ଷ ୬୨ ହଜାର ୧୫୧ଜଣ ଏହି ମହାମାରୀରୁ ସୁସ୍ଥ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ