Masthead

ବିରୋଧୀଙ୍କ ପାଖରେ କୌଣସି ମୁଦ୍ଦା ନାହିଁ ତେଣୁ ସେମାନେ ଅପ ପ୍ରଚାରରେ ମାତିଛନ୍ତି: ପ୍ରଶାନ୍ତ ମୁଦୁଲି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ନିର୍ବାଚନକୁ ନେଇ ମୟୂରଭଞ୍ଜ ପର୍ଯ୍ୟବେକ୍ଷକ ପ୍ରଶାନ୍ତ ମୁଦୁଲିଙ୍କ ପ୍ରତିକ୍ରିୟା । କହିଛନ୍ତି ନିର୍ବାଚନ ଯେଉଁ ମୁହୂର୍ତ୍ତରେ ହେଲେ ବି ବିଜେଡି ପ୍ରସ୍ତୁତ । ଆମର ସାଙ୍ଗଠନିକ ପ୍ରକ୍ରିୟା ତୃଣମୂଳସ୍ତର ଠୁ ନେଇ ରାଜ୍ୟ ପର୍ଯ୍ୟନ୍ତ ଚାଲିଛି । ବିଜୁ ଜନତା ଦଳ ସବୁବେଳେ ଲୋକଙ୍କ ସହିତ ଅଛି । ବିକାଶର ମୁଦ୍ଦାକୁ ନେଇ ବିଜେଡି ତାର କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛି । ଗ୍ରାଉଣ୍ଡକୁ ଯାଇ କାମ କର ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ରହିଛି।

ସରକାରୀ ଯୋଜନା ବିଷୟରେ ଲୋକଙ୍କୁ ବୁଝାଇବାକୁ ବି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବିରୋଧୀଙ୍କ ପାଖରେ କୌଣସି ମୁଦ୍ଦା ନାହିଁ ତେଣୁ ସେମାନେ ଅପ ପ୍ରଚାରରେ ମାତିଛନ୍ତି । ଅପ ପ୍ରଚାର ସବୁବେଳେ ଅପ ପ୍ରଚାର । ସେଥିରେ କୌଣସି ସତ୍ୟତା ନାହିଁ । ସମ୍ପୂର୍ଣ୍ଣ ଅମୂଳକ ଓ ଅବାସ୍ତବ ପ୍ରସଙ୍ଗ ଉଠାଉଛନ୍ତି ବିରୋଧୀ । ବିରୋଧୀ କଣ କହୁଛନ୍ତି ସେଥିରେ ବିଜେଡି ବିବ୍ରତ କି ବିଚଳିତ ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା