Masthead

‘ବିଜେପି ବିରୋଧୀ ଦଳର ସରକାରଙ୍କୁ ଭାଙ୍ଗିବାକୁ ଚେଷ୍ଟାକରୁଛି’

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ରାଜ୍ୟସଭା ସାଂସଦ କପିଲ ସିବଲ ବିଜେପି ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ବିଜେପି ବିରୋଧୀ ଦଳର ସରକାରଙ୍କୁ ଭାଙ୍ଗିବାକୁ ଚେଷ୍ଟାକରୁଥିବା ଅଭିଯୋଗ କରିଛନ୍ତି ସିବଲ। ଏହି ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ଲୋଡିଛନ୍ତି କପିଲ।ସିବଲ ଏକ ଟୁଇଟ୍ରେ ଲେଖିଛନ୍ତି ଯେ ‘ବିଜେପି ନିର୍ବାଚିତ ହୋଇଥିବା ବିରୋଧୀ ଦଳର ସରକାରଙ୍କୁ ଅସ୍ଥିର କରୁଛି।

ସୁପ୍ରିମକୋର୍ଟ ଏଥିପ୍ରତି ଧ୍ୟାନ ଦେବା ଉଚିତ୍। କପିଲ ସିବଲଙ୍କ ଏହି ବିବୃତ୍ତି ଏହି ସମୟରେ ସାମ୍ନାକୁ ଆସିଛି ଯେତେବେଳେ ମହାରାଷ୍ଟ୍ରରେ ଏନସିପି ଭାଙ୍ଗି ଦୁଇଫାଳ ହୋଇଯାଇଛି । ଅଜିତ ପାୱାର ରବିବାର ୮ ଜଣ ବିଧାୟକଙ୍କ ସହ ଶିବସେନା-ବିଜେପି ସରକାରଙ୍କୁ ସମର୍ଥନ ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ