Masthead

ପରଲୋକରେ ବରିଷ୍ଠ ସାମ୍ବାଦିକ ଜୟୀ ନାରାୟଣ

ସୁକିନ୍ଦା(ବଡ଼ ଖବର ବ୍ୟୁରୋ):  ପରଲୋକରେ ବରିଷ୍ଠ ସାମ୍ବାଦିକ ଜୟୀ ନାରାୟଣ ମହାପାତ୍ର । ଜୟୀ ନାରାୟଣ ଯାଜପୁର ଜିଲ୍ଲାର ବରିଷ୍ଠ ସାମ୍ବାଦିକ ତଥା ସୁକିନ୍ଦା, କଳିଙ୍ଗନଗରରେ ଦୀର୍ଘ ୪୦ ବର୍ଷରୁ ଅଧିକ ସମୟ ଧରି ସାମ୍ବାଦିକତା କରିଆସୁଥିଲେ । ଆଜି ତାଙ୍କର ଦେହାନ୍ତ ହୋଇଛି । ତାଙ୍କର ମୃତ୍ୟୁ ଖବର ପାଇ ସମଗ୍ର ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି। ଦୀର୍ଘ ଦିନ ଧରି ଦେହ ଅସୁସ୍ଥ ଥିବାରୁ ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଜୟୀ ନାରାୟଣଙ୍କୁ “ବଡ଼ ଖବର” ପରିବାର ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ