Masthead

ଡଲାରରେ ଭକ୍ତଙ୍କ ଠାରୁ ନିଆଯାଉଛି ଦକ୍ଷିଣା

ପୁରୀ (ବଡ଼ ଖବର ବ୍ୟୁରୋ): ମହାପ୍ରଭୁଙ୍କ ନାଁ ରେ ପୁଣି ଅନଲାଇନ ଠକେଇ । ବିଦେଶ ଯାଏଁ ଲମ୍ବିଛି ଠକେଇର ଚେର । ଡଲାରରେ ଭକ୍ତଙ୍କ ଠାରୁ ନିଆଯାଉଛି ଦକ୍ଷିଣା । ଶ୍ରୀଜଗନ୍ନାଥ ମନ୍ଦିରରେ ସିଦ୍ଧପୂଜା, ଶାଳଗ୍ରାମ ପୂଜା ଭଳି କେତେକ ପୂଜା କରାଇଦେବା ପାଇଁ ଶାଳଗ୍ରାମ ଶିଳା ନାମକ ଏକ ୱେବ ସାଇଡ଼ରେ ମହାପ୍ରଭୁଙ୍କ ନାଁ ରେ ଚାଲିଛି ଅନଲାଇନ ଠକେଇ । ଶ୍ରୀମନ୍ଦିରରେ ବ୍ରହ୍ମଣ ଭୋଜନ କରାଇବା ନାଁରେ ଟଙ୍କା ଆଦାୟ ସହ ଡିସ୍କାଉଣ୍ଟ ମଧ୍ୟ ଦିଆଯାଉଛି । ତେବେ ଏହିଭଳି ଠକେଇ ଘଟଣାର ପର୍ଦ୍ଦାଫାସ କରିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅଭିଯୋଗ କ୍ରମେ ସିଂହଦ୍ୱାର ଥାନାରେ ମାମଲା ରୁଜୁ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି