Masthead

ମାଲକାନଗିରି ମୁଖ୍ୟ ଚିକିତ୍ସାଳୟରେ ସିଟି ସ୍କାନ ମେସିନ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ଦୀର୍ଘଦିନର ବ୍ୟବଧାନ ପରେ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସିଟି ସ୍କାନ ମେସିନର ଉଦଘାଟନ ହୋଇଛି । ଉଦଘାଟନ କରିଛନ୍ତି ନବରଙ୍ଗପୁର ସାଂସଦ ରମେଶ ମାଝି । ପୂର୍ବରୁ ଅଧିକାଂଶ ଲୋକଙ୍କୁ ସିଟିସ୍କାନ ପାଇଁ କେରାପୁଟ କିମ୍ବା ବିଶାଖାପାଟଣା ଯିବାକୁ ପଡୁଥିଲା । କିନ୍ତୁ ମାଲକାନଗିରିରେ ଏହି ମେସିନର ଆରମ୍ଭ ହେବା ଦ୍ୱାରା ପ୍ରାୟ ୧୨ ଲକ୍ଷ ଲୋକ ଏଥିରେ ଉପକୃତ ହେବେ । ଛତିଶଗଡ ଏବଂ ଆନ୍ଧ୍ରପ୍ରଦେଶର ରୋଗୀ ମଧ୍ୟ ଲାଭ ଉଠାଇପାରିବେ । ରାଜ୍ୟ ସରକାରଙ୍କ ଏଭଳି ପଦକ୍ଷେପକୁ ମାଲକାନଗିରି ଜିଲ୍ଳାବାସୀ ସ୍ୱାଗତ କରିଛନ୍ତି । ମାଲକାନଗିରି ମୁଖ୍ୟ ଚିକିତ୍ସାଳୟକୁ ୧କୋଟି ୩୦ଲକ୍ଷ ଟଙ୍କା ବ୍ୟୟରେ ସିଟି ସ୍କାନ ମେସିନ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ