Masthead

ସ୍କୁଲ ବନ୍ଦ ଦାବିରେ ଧାରଣାରେ ଅଭିଭାବକ ଓ ଛାତ୍ରଛାତ୍ରୀ

କୋରେଇ(ବଡ଼ ଖବର ବ୍ୟୁରୋ):କୋରେଇ ବ୍ଲକ ରଙ୍ଗାରଙ୍ଗ ସରାକରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଶ୍ରେଣୀ ଗୃହ ଅଭାବରୁ ସ୍କୁଲ ବନ୍ଦ କରି ବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ଅଭିଭାବକ ଼ଓ ଛାତ୍ର ଛାତ୍ରୀ । ସୂଚନାରୁ ପ୍ରକାଶ ଯେ କୋରେଇ ବ୍ଲକ ରଙ୍ଗାରଙ୍ଗ ସରାକରୀ ଉଚ୍ଚ ପ୍ରାଥମିକ ସ୍କୁଲରେ ଶ୍ରେଣୀଗୃହ ଏବଂ ଶିକ୍ଷକଙ୍କ ଅଭାବ ଥିବା ବେଳେ ବିପଦ ସଙ୍କୁଳ ଘରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ । ମଝିରେ ମଝିରେ ସ୍କୁଲ ଛାତରୁ ସିମେଣ୍ଟ ଖଣ୍ଡ ଖସୁଥିବା ସହ କାନ୍ଥ ଫାଟି ଆଁ କରିଛି । ଏନେଇ ଅଭିଭାବକମାନେ ସ୍ଥାନୀୟ ବିଧାୟକଙ୍କ ଠାରୁ ଆରମ୍ଭ କରି ଉପରିସ୍ଥ ଅଧିକାରୀ ମାନଙ୍କୁ ଅବଗତ କରାଇଥିଲେ ମଧ୍ୟ ଏଥିପ୍ରତି କେହି କର୍ଣ୍ଣପାତ କରିନଥିଲେ । ଯାହାକୁ ନେଇ ଆଜି ଆନ୍ଦୋଳନକୁ ଓହ୍ଲାଇଛନ୍ତି ଅଭିଭାବକ ଓ ଛାତ୍ରଛାତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ