Masthead

କଟକ ଶିଶୁଭବନ ପରିଦର୍ଶନ କରିଛନ୍ତି ମହମ୍ମଦ ମୋକିମ୍

କଟକ(ବଡ଼ ଖବର ବ୍ୟୁରୋ): ଆଜି କଟକ ଶିଶୁ ଭବନ ପରିଦର୍ଶନ କରିଛନ୍ତି ମହମ୍ମଦ ମୋକିମ୍ । ନିର୍ମାଣଧୀନ କାର୍ଯ୍ୟର ସ୍ଥିତି ପରଖିବା ସହ ସୁପରିଟେଣ୍ଡେଣ୍ଟେଙ୍କ ସହ ଆଲୋଚନା କରିଛନ୍ତି । ଓଡିଶାରେ ଶିଶୁ ମାନଙ୍କ ଚିକିତ୍ସା ପାଇଁ କଟକ ଶିଶୁ ଭବନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ । ଓଡିଶାର କୋଣ ଅନୁକୋଣରୁ ଶିଶୁମାନେ ଚିକିତ୍ସା ପାଇଁ ଶିଶୁ ଭବନ ଆସନ୍ତି । ତେଣୁ ଶିଶୁୁ ଭବନର କାର୍ଯ୍ୟ କିଭଳି ଶୀଘ୍ର ସମାପ୍ତ ହେବ ସେ ନେଇ ବିଭାଗୀୟ କର୍ତ୍ତୁପକ୍ଷଙ୍କ ସହ ଆଲୋଚନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ