Masthead

କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କ ବଡ଼ ବୟାନ

ନୁଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ) ଏନଡିଏ ସହ ଯୋଗଦେବାକୁ ଚାହୁଁଛନ୍ତି ଅନେକ ରାଜନୈତିକ ଦଳ । ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର । ସେ କହିଛନ୍ତି, ଦେଶର ବିକାଶ ପାଇଁ ଅନେକ ରାଜନୈତିକ ଦଳ ଏନଡିିଏରେ ଯୋଗଦେବାକୁ ଚାହୁଁଛନ୍ତି ।ଏନସିପିର ରୁ  ଏହା ଆରମ୍ଭ ହୋଇଛି । ମୋର ବିଶ୍ୱାସ ଅଛି ଯେ ମହାରାଷ୍ଟ୍ର ସରକାରରେ ଏନସିପିର ଯୋଗଦେବା ରାଜ୍ୟର ବିକାଶରେ ସହାୟକ ହେବ ।୨୦୨୪ ଲୋକସଭା ନିର୍ବାଚକୁ ଦୃଷ୍ଟିରେ ରଖି ଏନଡିିଏରେ ଯୋଗ ଦେଉଥିବା ରାଜନୈତିକ ଦଳମାନେ ଦେଶର ବିକାଶ ପାଇଁ କେନ୍ଦ୍ରରେ ଏକ ଶକ୍ତିଶାଳୀ ଏବଂ ସ୍ଥାୟୀ ସରକାର ଗଠନ କରିବାରେ ସହାୟକ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ