Masthead

ବୁଡ଼ିଗଲା ଭସାପୋଲ

କୃଷ୍ଣପ୍ରସାଦ (ବଡ଼ ଖବର ବ୍ୟୁରୋ): ବୁଡ଼ିଯାଇଛି ଚିଲିକାରେ ଥିବା ଦ୍ୱିତୀୟ ଯାତ୍ରିବାହୀ ଭସାପୋଲ । ଯାତ୍ରୀଙ୍କ ସୁବିଧା ଲାଗି ଚିଲିକି ଉନ୍ନୟନ କର୍ତ୍ତୃପକ୍ଷ ସେପ୍ଟେମ୍ବର ୧୫ ତାରିଖରେ ଏହି ପୋଲ ପ୍ରଚଳନ କରିଥିଲେ । ମାତ୍ର ଇଞ୍ଜିନ ଭିତରେ ପାଣି ପଶିଯିବାରୁ ଏହା ବୁଡ଼ିଯାଇଛି । ଚିଲିକା ଙିତରେ ଥିବା ଜହ୍ନିକୁଦା, ସାତପଡ଼ା ଓ କୃଷ୍ଣପ୍ରସାଦକୁ ଯାତାୟତ ବ୍ୟାଘାତ ହୋଇଛି । ଭସାପୋଲ ତିଆରିର ଦୁଇମାସ ନପୁରୁଣୁ ଏଭଳି ସମସ୍ୟା ଲୋକଙ୍କ ଚିନ୍ତା ବଢାଇ ଦେଇଛି । ପୂର୍ବରୁ ମଧ୍ୟ ଏହି ଭସାପୋଲ ତଳେ କଙ୍କ୍ରିଟ ମଧ୍ୟ ପଡ଼ୁଥିବା ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ