Masthead

୪ ରାଜ୍ୟରେ ନୂଆ ବିଜେପି ସଭାପତି ନିଯୁକ୍ତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ ):୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଦେଶର ଅନେକ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ବିଜେପି ଅନେକ ରାଜ୍ୟର ମୁଖିଆଙ୍କୁ ବଦଳାଇଛି।

ଜି. କିଶାନ ରେଡ୍ଡୀଙ୍କୁ ତେଲେଙ୍ଗାନାର ବିଜେପି ରାଜ୍ୟ ସଭାପତି ଭାବେ ନିଯୁକ୍ତ କରାଯାଇଥିବା ବେଳେ ଆନ୍ଧ୍ରପ୍ରଦେଶରେ ଡି.ପୁରନ୍ଦେଶ୍ୱରୀ ହେଲେ ବିଜେପି ମୁଖ୍ୟ ।

ଝାଡ଼ଖଣ୍ଡର ପୂର୍ବତନ ସିଏମ ବାବୁଲାଲ ମାରାଣ୍ଡି ଏବଂ ପଞ୍ଜାବର ସୁନୀଲ ଜାଖରଙ୍କୁ ଦଳ ସଭାପତି ଦାୟିତ୍ୱ ଦିଆଯାଇଛି।

ଆନ୍ଧ୍ରପ୍ରଦେଶର ପୂର୍ବତନ ସିଏମ କିରଣ କୁମାର ରେଡ୍ଡୀଙ୍କୁ ବିଜେପିର ଜାତୀୟ କାର୍ୟ୍ୟନିର୍ବାହୀ ସଦସ୍ୟ କରାଯାଇଥିଲା। ସେ ଏପ୍ରିଲରେ ବିଜେପିରେ ଯୋଗ ଦେଇଥିଲେ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’