ବୁର୍ଲା ଭୀମସାର ମେଡିକାଲ କଲେଜରେ ଛାତ୍ରଙ୍କ ଦୌରାତ୍ମ୍ୟ

ବୁର୍ଲା (ବଡ଼ ଖବର ବ୍ୟୁରୋ ): ବୁର୍ଲା ଭୀମସାରରେ ଅଭାବନୀୟ ଘଟଣା । ମେଡିକାଲ ଛାତ୍ରଙ୍କୁ ପିଟିଲେ ଅନ୍ୟ ମେଡିକାଲ ଛାତ୍ର । ଏମକେସିଜି ଛାତ୍ରଙ୍କୁ ମାଡ଼ ମାରିଲେ ଭିମସାର ଛାତ୍ର । ଇଉଫୋରିଆ କାର୍ଯ୍ୟକ୍ରମ ବେଳେ ଅଘଟଣ । ଏମକେସିଜି ଛାତ୍ରଙ୍କ ଉପରେ ଆକ୍ରମଣ । ଆନ୍ତଃକଲେଜ କ୍ରୀଡା ଓ ସାଂସ୍କୃତିକ ଉତ୍ସବ ଇଉଫୋରିଆ । ବସ ଭାଙ୍ଗିବା ସହ ପଥର ମାଡ଼ କଲେ ଭୀମସାର କଲେଜ ଛାତ୍ର । ୯ଜଣ ଛାତ୍ର ଆହତ, ଡାକ୍ତରଖାନାରେ ଭର୍ତ୍ତି । ଜଣେ ଛାତ୍ର ଗୁରୁତର ଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!