Masthead

ଏଭଳି ରାଜନୀତି ଶରଦ ପାୱାର ଆରମ୍ଭ କରିଥିଲେ- ରାଜ ଠାକରେ

ମହାରଷ୍ଟ୍ର(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ରାଜନୀତିକୁ ପ୍ରତିକ୍ରିୟା ରଖିଛନ୍ତି ରାଜ ଠାକରେ । ସେ କହିଛନ୍ତି, ମହାରାଷ୍ଟ୍ରରେ ଯାହା ହେଉଛି ଦୁର୍ଭାଗ୍ୟପୂର୍ଣ୍ଣ । ଏହା ମତାଦାତାଙ୍କ ପ୍ରତି ଅପମାନ । ଏଭଳି ରାଜନୀତିର ଆରମ୍ଭ ଶରଦ ପାୱାର କରିଥିଲେ । ସେ ଯାହା କରିଥିଲେ ତାହା ତାଙ୍କ ପାଖକୁ ଫେରିକି ଆସୁଛି । ପୂରା ମହାରାଷ୍ଟ୍ରରେ ଏହି ଘଟଣାକୁ ନେଇ ଲୋକେ ଅସନ୍ତୁଷ୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!