Masthead

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଦକ୍ଷିଣ ଉପକୂଳର କିଛି ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି,କନ୍ଧମାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୪ ଦିନ ଯାଏଁ ଏଭଳି ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ଆସନ୍ତାକାଲିକୁ ମଧ୍ୟ କିଛି ଜିଲ୍ଲାକୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି