Masthead

ଆଇଟି ସ୍କାନରରେ ଡି.ଏନ୍ ଗ୍ରୁପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଭୁବନେଶ୍ୱରର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଆଇଟି ରେଡ଼। ରାଜ୍ୟର ବିଭିନ୍ନ ସ୍ଥାନରେ ଏକା ସାଙ୍ଗରେ କରାଯାଉଛି ରେଡ଼। ଭୁବନେଶ୍ୱର ୪ ନଂରେ ଚାଲିଛି ରେଡ଼ । ଉପସ୍ଥିତ ଅଛନ୍ତି ପରିବାର ଲୋକେ ।

ଆଇଟି ବିଭାଗର ୭ ଜଣିଆ ସଦସ୍ୟ ଉପସ୍ଥିତ ଅଛନ୍ତି। ବହୁମୂଲ୍ୟ କାଗଜ ପତ୍ର ସହିତ ନଗଦ ଟଙ୍କା ମଧ୍ୟ ଜବତ ହୋଇଥିବା ସୂଚନା ମିଳୁଛି । ଟିକସ ଫାଙ୍କିବା ଅଭିଯୋଗରେ ୨୦ ରୁ  ଉର୍ଦ୍ଧ୍ବ  ସ୍ଥାନରେ ଚାଲିଛି ରେଡ଼ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି