Masthead

ଭାଜପାର ହାତ ଛାଡ଼ିଲା ଏଆଇଏଡିଏମକେ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଜେପିର ହାତ ଛାଡ଼ିଲା ପ୍ରମୁଖ ସହଯୋଗୀ ଏଆଇଏଡିଏମକେ । ୟୁନିଫର୍ମ ସିଭିଲ କୋର୍ଡ ଲାଗୁ କରିବା ପାଇଁ ମୋଦି ସରକାରଙ୍କୁ ସମର୍ଥନ କରିବ ନାହିଁ । ସମ୍ବିଧାନରେ କୌଣସି ସଂଶୋଧନ ନ କରିବାକୁ ଭାରତ ସରକାରଙ୍କୁ ଅନୁରୋଧ କରିଛି ଏଆଇଏଡିଏମକେ । ଏହି ଆଇନ ସାରା ଦେଶରେ ଲାଗୁ ହେଲେ ସଂଖ୍ୟାଲଘୁ ସାମ୍ପ୍ରଦାୟର ଧାର୍ମିକ ଅଧିକାର ଉପରେ ପ୍ରଭାବ ପକାଇବ କହିଛି ଦଳ ।

ଏବେ ଏଆଇଏଡିଏମକେ ୟୁସିସି ନିୟମକୁ ଲାଗୁ ନ କରିବାକୁ କହୁଥିବା ବେଳେ ପୂର୍ବରୁ ବିଜେପିର ସହଯୋଗ ଦଳ ଜାତୀୟ ପିପୁଲ୍ସ ପାର୍ଟି ଓ ନାଗାଲାଣ୍ଡରେ ଭାଜପାର ଅନ୍ୟ ସହଯୋଗୀ ନ୍ୟାସନାଲିଷ୍ଟ ଡେମୋକ୍ରାଟିକ ପ୍ରୋଗ୍ରେସିଭ୍ ପାର୍ଟି ବା ଏନଡିପିପି ୟୁସିସି ସିଭିଲ କୋଡ୍ ଲାଗୁ କରିବାକୁ ଆପତି ଜଣାଇଥିଲେ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା