Masthead

ଏନସିପି ଅଧ୍ୟକ୍ଷ ହେଲେ ଜୁନିୟର ପାୱାର

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ମହାଡ୍ରାମା । ଜୁନିୟର ପାୱାରଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ କଲା ଅଜିତଙ୍କ ଗୋଷ୍ଠୀ ।  ନିର୍ବାଚନ ଆୟୋଗଙ୍କୁ ଲେଖାଯାଇଥିବା ଚିଠିରେ ଏହା ଉଲ୍ଲେଖ କରାଯାଇଛି। ତିନି ଦିନ ପୂର୍ବେ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ ଅଜିତ ପାୱାର ରାଷ୍ଟ୍ରୀୟ ଅଧ୍ୟକ୍ଷ ପ୍ରଶ୍ନରେ କହିଥିଲେ ଯେ ଆପଣ ଶାରଦ ପାୱାର ଦଳର ଜାତୀୟ ସଭାପତି ବୋଲି ଭୁଲି ଯାଇଛନ୍ତି କି? ମହାରାଷ୍ଟ୍ରର ଉନ୍ନତି ପାଇଁ ଆମେ ଏହି ନିଷ୍ପତ୍ତି ନେଇଛୁ।

ଏନସିପି ନେତା ପ୍ରଫୁଲ୍ଲ ପଟେଲ କହିଛନ୍ତି ଦଳର ଅଧିକାଂଶ ବରିଷ୍ଠ ନେତା ତଥା କର୍ମୀଙ୍କ ଇଚ୍ଛାକୁ ସମ୍ମାନ ଦେବା ପାଇଁ ଆମେ ଶରଦ ପାୱାରଙ୍କୁ ହାତ ଯୋଡ଼ି ଅନୁରୋଧ କରୁଛୁ। ତାଙ୍କର ଆଶୀର୍ବାଦ ସବୁବେଳେ ଆମ ଉପରେ ଓ ପାର୍ଟିରେ ରହିବ|

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ