Masthead

ସିଂଦେଓ ଦେଖାଇଲେ ଆଶା

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳବିବାଦ ପ୍ରସଙ୍ଗ।  ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ଟି.ଏସ ସିଂଦେଓ ରଖିଛନ୍ତି ପ୍ରତିକ୍ରିୟା । ଉଭୟ ରାଜ୍ୟ ସହମତିରେ ସମାଧାନ ବାହାର କରିପାରିବେ ବୋଲି କହିଛନ୍ତି ଟି.ଏସ ବାବା । ଏଥିସହ ସେ କହିଛନ୍ତି ଜଳ ବିବାଦ ସମାଧାନ ହେବା ଶୁଭଙ୍କର ହେବ ।

ଉଭୟ ରାଜ୍ୟ ମଧ୍ୟରେ ସମନ୍ୱୟର ଅଭାବରୁ ସମସ୍ୟା ।  କୌଣସି ରାଜ୍ୟ ନିଜ ହିତ ବାହାରେ କାର୍ଯ୍ୟ କରିପାରିବେ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା