Masthead

ବୈଠକରେ କ’ଣ ହେବ ଶରଦଙ୍କ ରଣନୀତି ?

ମୁମ୍ବାଇ(ବଡ଼ ଖବର ବ୍ୟୁରୋ):  ମହାରାଷ୍ଟ୍ର ମହାଡ୍ରାମା । ଜୁନିୟର ପାୱାରଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ କଲା ଅଜିତଙ୍କ ଗୋଷ୍ଠୀ । ନିର୍ବାଚନ ଆୟୋଗଙ୍କୁ ଲେଖାଯାଇଥିବା ଚିଠିରେ ଏହା ଉଲ୍ଲେଖ କରାଯାଇଛି। ଯାହାକୁ ନେଇ ମହାରାଷ୍ଟ୍ର ରାଜନୀତି ସରଗରମ ହେବାରେ ଲାଗିଛି । ଆଜି ଦିଲ୍ଲୀରେ ଏନସିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଡାକିଛନ୍ତି ଶରଦ ପାୱାର । ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ଶରଦ ପାୱାର ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

ଆଜି ଦ୍ୱିପ୍ରହରରେ ୱାର୍କିଂ କମିଟି ବୈଠକ ଅନୁଷ୍ଠିତ ହେବ । ନିର୍ବାଚନ କମିସନଙ୍କ ପାଖରେ ଅଜିତ ପାୱାର ଗୋଷ୍ଠୀଙ୍କ ପକ୍ଷରୁ ଦିଆଯାଇଥିବା ପିଟିସନରେ ଅଜିତ ପାୱାରଙ୍କୁ ଦଳର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଦର୍ଶାଯାଇଛି । ତେବେ ଆଜିର ବୈଠକରେ ଶରଦ ପାୱାର ଏହି ନିଷ୍ପତ୍ତିକୁ ଖାରଜ କରିବେ ନା ନାହିଁ, ଏହାର ମୁକାବିଲା ପାଇଁ କି ରଣନୀତି ପ୍ରସ୍ତୁତ କରିବେ ତା ଉପରେ ରହିଛି ସମସ୍ତଙ୍କ ନଜର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି