Masthead

ଓଜେଇଇ କାଉନସେଲିଂ, ୪ ଟି ପର୍ଯ୍ୟାୟରେ ହେବ ନାମଲେଖା

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଓଜେଇଇ କାଉନସେଲିଂ ଆରମ୍ଭ । ୪ ଟି ପର୍ଯ୍ୟାୟରେ ନାମଲେଖା ପ୍ରକ୍ରିୟା ହେବ । ଅଗଷ୍ଟ ୧୫ ସୁଦ୍ଧା ସରିବ ନାମଲେଖା ପ୍ରକ୍ରିୟା । ରାଜ୍ୟରେ ଥିବା ସରକାରୀ ଓ ଘରୋଇ କଲେଜର ବିଟେକ, ବିଆର୍କିଟେକ, ଇଣ୍ଟିଗ୍ରେଟେଡ ଏମଏସସି ଆଦି ପାଠ୍ୟକ୍ରମରେ ନାଁ ଲେଖାଇବା ପାଇଁ କାଉନସେଲିଂ ଆରମ୍ଭ ହେବ । ଆଜି ଦିନ ୧୧ଟାରୁ ୧୦ ତାରିଖ ଅପରାହ୍ଣ ୫ଟା ପର୍ଯ୍ୟନ୍ତ । ର୍ୟାଙ୍କକାର୍ଡଧାରୀ ପ୍ରାର୍ଥୀମାନେ ନାମ ପଞ୍ଜୀକରଣ ଓ ଚଏସ୍‌ ଫିଲିଂ କରିପାରିବେ । ୧୨ ତାରିଖରେ ମକ୍‌ ସିଟ୍‌ ଆଲଟ୍‌ମେଣ୍ଟ ପ୍ରକାଶ ପାଇବ ।

୧୪ ତାରିଖରେ ପୂର୍ବାହ୍ନ ୧୧ଟା ୩୦ରୁ ପ୍ରାର୍ଥୀଙ୍କ ପାଇଁ ଚଏସ୍‌ ଲକିଂ ସୁବିଧା ଉପଲବ୍ଧ ହେବ। ୧୫ ତାରିଖ ରାତି ୧୧ଟା ୫୯ ସୁଦ୍ଧା ପଞ୍ଜୀକରଣ ଓ ଚଏସ୍‌ ଲକିଂ ଶେଷ ହେବ। ୧୬ରୁ ୧୮ ତାରିଖ ମଧ୍ୟରେ ତଥ୍ୟ ଯାଞ୍ଚ, ସିଟ୍‌ ବୈଧତା ଆଦି ଯାଞ୍ଚ କରାଯିବା । ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ । ୧୯ରୁ ୨୩ ତାରିଖ ମଧ୍ୟରେ ଅନ୍‌ଲାଇନ୍‌ ରିପୋଟିଂ, ୨୦ରୁ ୨୫ ତାରିଖ ମଧ୍ୟରେ ସିଟ୍‌ ଆଲଟମେଣ୍ଟ ପ୍ରକ୍ରିୟାରୁ ଓହରି ପାରିବେ । ଜୁଲାଇ ୩୧ରେ ଦ୍ୱିତୀୟ ପର୍ଯ୍ୟାୟ, ଅଗଷ୍ଟ ୩ରେ ତୃତୀୟ ପର୍ଯ୍ୟାୟ ଏବଂ ଅଗଷ୍ଟ ୧୪ରେ ଚୂଡ଼ାନ୍ତ ସିଟ ଆଲର୍ଟମେଣ୍ଟ ପ୍ରକ୍ରିୟା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା