Masthead

ଓଡ଼ିଶା ହାଇକୋର୍ଟଙ୍କୁ ମିଳିବ ନୂଆ ମୁଖ୍ୟ ବିଚାରପତି

କଟକ(ବଡ଼ ଖବର ବ୍ୟୁରୋ): ଓଡ଼ିଶା ହାଇକୋର୍ଟଙ୍କୁ ମିଳିବେ ନୂଆ ମୁଖ୍ୟ ବିଚାରପତି । ଜଷ୍ଟିସ ଶୁଭାଶିଷ ତାଳପତ୍ର ହେବେ ମୁଖ୍ୟ ବିଚାରପତି । ଶୁଭାଶିଷ ତାଳପତ୍ରଙ୍କ ନାଁ ସୁପାରିଶ କଲେ ସୁପ୍ରିମକୋର୍ଟ କଲେଜିୟମ । ଆସନ୍ତା ମାସରେ ଅବସର ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍ ମୁରଲୀଧର ।

ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି । ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା