Masthead

‘ମୋତେ ଆଶୀର୍ବାଦ ଦିଅନ୍ତୁ, ମୁଁ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଛି’

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଅଜିତ ସିନ୍ଦେ ଗୋଷ୍ଠୀରେ ମିଶିବା ପରେ ଚାଲିଛି ଦାଦା-ପୁତୁରାଙ୍କ ଲଢେଇ । କାଲି ପାୱାର ଦେଖାଇଛନ୍ତି ଜୁନିଅର ପାୱାର । ବିଧାୟକ ଗଣିତରେ ସିନିୟର ପାୱାରଙ୍କ ଠାରୁ ବହୁତ ଆଗରେ ଜୁନିଅର ପାୱାର । ଗତକାଲି ଶକ୍ତି ପଦର୍ଶନ କରିଥିଲେ ଦୁଇ ପାୱାର । ଆଉ ଖୋଲାଖୋଲି ଭାବେ ଅଜିତ ପାୱାର ତାଙ୍କ କାକାଙ୍କ ବୟସକୁ ନେଇ ତାଙ୍କୁ ଟାର୍ଗେଟ୍ କରିଛନ୍ତି। ଅଜିତ ପାୱାର କହିଛନ୍ତି- ‘ଆଇଏଏସ୍ ଅଫିସରମାନେ ୬୦ ବର୍ଷରେ ଅବସର ନେଉଛନ୍ତି।

ଏପରିକି ରାଜନୀତିରେ ମଧ୍ୟ ବିଜେପି ନେତାମାନେ ୭୫ ବର୍ଷ ବୟସରେ ଅବସର ନେଉଛନ୍ତି। ଏଲ କେ ଆଡଭାନୀ ଏବଂ ମୁରଲୀ ମନୋହର ଯୋଶୀଙ୍କ ଭଳି ନେତାମାନେ ହେଉଛନ୍ତି ଏହାର ଉଦାହରଣ। ଏହା ଦ୍ବାରା ନୂଆ ପିଢ଼ି ଆଗକୁ ବଢ଼ିଛନ୍ତି। ଆପଣଙ୍କ ବୟସ ୮୩ ହେଲାଣି। ଆପଣ କେବେ ଅଟକିବେ କି ନାହିଁ। ଆପଣ ଆମକୁ ଆର୍ଶୀବାଦ ଦିଅନ୍ତୁ, ମୁଁ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଛି।’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା