ଗୌହାଟୀରେ ୨୦୨୪ ପାଇଁ ବ୍ଲୁ ପ୍ରିଣ୍ଟ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଆଗାମୀ ନିର୍ବାଚନ ଜତିବା ପାଇଁ ସମସ୍ତଙ୍କ ନଜର । କିଏ ମାରିବ ବାଜି ତାକୁ ନେଇ ଦଳ ମଧ୍ୟରେ ଚାଲିଛି ଅଙ୍କ କଷା । ନିର୍ବାଚନ ପାଇଁ ଗୌହାଟୀରେ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରୁଛି ବିଜେପି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବିଜେପି ସଭାପତି ମନମୋହନ ସାମଲ ଯୋଗଦେବେ ।

ଦଳର ସାଂଗଠନିକ କାର୍ଯ୍ୟ ଏବଂ ନିର୍ବାଚନ ରଣନୀତି ସମ୍ପର୍କରେ ଏହି ବୈଠକରେ ବିସ୍ତୃତ ଆଲୋଚନା ହେବ । ତିନୋଟି ଜୋନରେ ଏହି ବୈଠକ ହେଉଛି । ଏଥିରେ ଗୁରୁମନ୍ତ୍ର ଦେବେ ବିଜେପିର ଚାଣକ୍ୟ । ଏଥିରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାକୁ ନେଇ କେନ୍ଦ୍ରୀୟ ନେତୃମଣ୍ଡଳୀଙ୍କ ସହ ବିସ୍ତୃତ ଆଲୋଚନା କରାଯିବ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ