Masthead

କେଉଁ କେଉଁ ଜାଗାରେ ଏ ଟଙ୍କା ଲଗା ଯାଇଛି ତଥ୍ୟ ସାମ୍ନାକୁ ଆସିବା ଦରକାର : ସାଲୁଜା

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ‘ଡିଏନ’ ରେଙ୍ଗାଲିଆ କମ୍ପାନୀ ରେଡ଼ ପ୍ରସଙ୍ଗରେ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରତିକ୍ରିୟା । କହିଛନ୍ତି କାଲି ଯେଉଁ ଡି ଏନ କମ୍ପାନୀରେ ରେଡ କରାଯାଇଛି । ସେଠାରୁ କୋଟି କୋଟି ଟଙ୍କାର କ୍ୟାସ ରେଡ଼ ହୋଇଛି। ଏହାସହ ବହୁତ କାଗଜ ଜବତ ହୋଇଛି। ଆଗକୁ ମଧ୍ୟ କୋଟି କୋଟି ଟଙ୍କା ମିଳିବାର ସମ୍ଭାବନା ରହିଛି। ବଡ଼ କଥା ଏ କୋଟି କୋଟି ଟଙ୍କା କାହାର? କେଉଁ ଦଳର ଓ କେଉଁଠୁ ଆସିଲା। ଲୋକ କହୁଛନ୍ତି ଏ ଟଙ୍କା ବଡ଼ ବଡ଼ ଅଫିସର ଓ ଶାସକ ଦଳର ।

ନିର୍ବାଚନରେ ଖଟେଇବା ପାଇଁ ଏ ଟଙ୍କା ରଖାଯାଇଥିଲା। ଆଇଟି ଖବର ପାଇ ରେଡ କରିଛି। କେଉଁ ବିଧାୟକ ଓ ମନ୍ତ୍ରୀଙ୍କ ଏ ଟଙ୍କା ତାର ଖୁଲାସା ହେବା ଦରକାର। ଓଡ଼ିଶା ଭଳି ଗରିବ ରାଜ୍ୟରେ ଏତେ ଏତେ କ୍ୟାସ ମିଳିବା ବହୁତ ବଡ଼ କଥା। ଆହୁରି ମଧ୍ୟ ଅନେକ ଟଙ୍କା ମିଳିବା ସମ୍ଭାବନା ରହିଛି। ଏହାର ନିରପେକ୍ଷ ତଦନ୍ତ ହେବା ଆବଶ୍ୟକ। ଏହାକୁ କେଉଁ କେଉଁ ଜାଗାରେ ଲଗା ଯାଇଛି ତାର ମଧ୍ୟ ତଥ୍ୟ ସାମ୍ନାକୁ ଆସିବା ଦରକାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ