Masthead

ପ୍ରତିଶ୍ରୁତି ରଖିଲେରେଳମନ୍ତ୍ରୀ, ବାହାନଗାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ପାଇଁ ୧ କୋଟି ଟଙ୍କା ପ୍ରଦାନ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ):   ବାହାନଗାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ପାଇଁ ୧ କୋଟି ଟଙ୍କା ପ୍ରଦାନ । ନିଜ ସାଂସଦ ପାଣ୍ଠି ରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବାହାନଗା ବାସୀଙ୍କୁ ଦେଲେ ଭେଟି । ଦୁର୍ଘଟଣା ପରେ ରେଳ ମନ୍ତ୍ରୀ ବାହାନଗା ବାସୀଙ୍କୁ ଦେଇଥିଲେ ପ୍ରତିଶୃତି । ଯାହାର ପ୍ରତିଶ୍ରୁତି ପୂରଣ କରିଛନ୍ତି ଅଶ୍ୱିନୀ ବୈଷ୍ଣବ । ପୁର୍ବରୁ ବାଲେଶ୍ଵର ମେଡିକାଲକୁ ଏକ ଲାଇଫ ସପୋର୍ଟ ଆମ୍ବୁଲାନ୍ସ ପାଇଁ ରେଳ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ।ଯାହାକୁ ପୂରଣ କରିବାକୁ ଯାଇ ଆଡ଼ଭାନ୍ସ ଲାଇଫ ସପୋର୍ଟ ଆମ୍ବୁଲାନ୍ସ ପାଇଁ ୩୫ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି । ସେହିପରି ବାଲେଶ୍ୱର ଚକ୍ଷୁ ହସ୍ପିଟାଲ ରେ ମୋଡ଼ୁଲାର ଅପରେସନ ଥିଏଟର ପାଇଁ ୨୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି ।ବାହାନଗା ଟ୍ରେନ ଦୁର୍ଘଟଣା ପରେ ରେଳ ମନ୍ତ୍ରୀ ସର୍ବମୋଟ ୧ କୋଟି ୫୫ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ