Masthead

ପ୍ରକାଶ ପାଇଲା +୨ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ) ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଚଳିତ ଶିକ୍ଷାବର୍ଷରେ ପାଠ୍ୟକ୍ରମର ଯୁକ୍ତ ଦୁଇରେ ନାମଲେଖାପାଇଁ ପ୍ରଥମ ପର୍ଯ୍ୟାୟ ତାଲିକା ଗୁରୁବାର ପ୍ରକାଶ ପାଇଛି । କଳାରେ ୮୦% କଟ୍ ଅଫ ନେଇଥିବା ବେଳେ, ବିଜ୍ଞାନରେ ୯୨% ଏବଂ ବାଣିଜ୍ୟରେ ୭୯.୨୦% ରହିଛି ।ରେଭେନ୍ସା ସବୁଠୁ ଆଗରେ ରହିଛି । ଦିତ୍ୱୀୟରେ ବାଲେଶ୍ୱର ଏଫଏମ ୯୦% ତୃୁତୀୟରେ ୮୯% ସହିତ ବିଜେବି କଲେଜ ରହିଛି ।ପ୍ରଥମ ପର୍ଯ୍ୟାୟ ମେଧା ତାଲିକାରେ ମନୋନୀତ ହୋଇଥିବା ଛାତ୍ରଛତ୍ରୀ ଆସନ୍ତାକାଲିଠାରୁ ୧୩ ତାରିଖ ଭିତରେ ନାମ ଲେଖାଇ ପାରିବେ ।ସେହିପରି ପର୍ଯ୍ୟାୟ ମେଧାତାଲିକା ୧୯ ତାରିଖରେ ପ୍ରକାଶ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ