Masthead

‘ଡିଏନ’ ଗ୍ରୁପ ରେଡ ପ୍ରସଙ୍ଗରେ ବିଜେଡି ଉପରେ ବର୍ଷିଲା ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ‘ଡିଏନ’ ଗ୍ରୁପ ରେଡ଼ ପ୍ରସଙ୍ଗରେ ରାଜ୍ୟ ବିଜେପି ମୁଖପାତ୍ର ଅନୀଲ ବିଶ୍ୱାଳଙ୍କ ପ୍ରତିକ୍ରିୟା । କହିଛନ୍ତି ବ୍ୟବସାୟୀ ଜଗଦୀଶ ପ୍ରସାଦ ନାୟକଙ୍କ ସହ ତୃତୀୟ ମହଲାର ସଂପର୍କ ଥିଲା । ଡିଏନ୍ ହୋମସର ରିୟଲ ଇଷ୍ଟେଟ ବିଜିନେସ ମାଧ୍ୟମରେ ଅଣଓଡିଆ ଆଇଏଏସ ଏବଂ ବିଜେଡି ନେତାମାନଙ୍କ କଳା ଟଙ୍କା ଧଳା ହେଉଥିଲା ।

ବିଜେଡି ନେତା ଓ ବିଧାୟକଙ୍କର ବି ମନି ଲଣ୍ଡରିଂ ମାଧ୍ୟମ ସାଜିଥିଲା ସେହି କଂପାନୀ । ସିଏମଓ ଏବେ କରପସନ୍ ମୋବିଲାଇଜେସନ୍ ଅଫିସ ସାଜିଛି ବୋଲି କହିଲା ବିଜେପି । ଜାପାନ ନିବେଶ ସମ୍ମିଳନୀର ଦାୟିତ୍ୱ କଂପାନୀ ମାଲିକ ଜଗଦୀଶ ନାୟକଙ୍କୁ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଜଗଦୀଶଙ୍କ ବ୍ୟବସାୟୀକ ଏବଂ ଘରୋଇ ଉତ୍ସବରେ ବି ଯୋଗ ଦେଉଉଥିଲେ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ