Masthead

ନିର୍ବାଚନରେ ଦଳ ବଡ଼ ବ୍ୟବଧାନରେ ଜିତିବ : ଦେବୀ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେପି ଗୌହାଟୀ ବୈଠକକୁ ନେଇ ବିଜେଡି ସଭାପତି ଦେବୀ ମିଶ୍ରଙ୍କ ପ୍ରତିକ୍ରିୟା । ଓଡ଼ିଶାର ଲୋକ ଧାରାବାହିକ ଭାବେ ନବୀନଙ୍କୁ ବାଛି ଆସୁଛନ୍ତି। ପୂର୍ବରୁ ୧୯ରେ ମଧ୍ୟ ୧୨୦ ଆସନ କଥା ପାଇଁ କହିଥିଲେ। ବୈଠକ କରିବା ତାଙ୍କର ଦଳୀୟ ବ୍ୟାପାର ବୋଲି କହିଲେ ବିଜେଡି ସଭାପତି ଦେବୀ ମିଶ୍ର । ସେ ଆହୁରି ମଧ୍ୟ କହିଛନ୍ତି ଓଡ଼ିଶାରେ ପୁଣି ଥରେ ନବୀନଙ୍କ ନେତୃତ୍ୱରେ ବିଜେଡି ସରକାର ଆସିବ। ପଂଚାୟତ ଓ ପୌର ନିର୍ବାଚନରେ ଲୋକ ଏହା ପ୍ରମାଣିତ କରି ସାରିଛନ୍ତି। ଆଉ ଯେବେ ନିର୍ବାଚନ ହେଉ ଦଳ ବଡ଼ ବ୍ୟବଧାନରେ ଜିତିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ