ଜଳିଗଲେ ଦମ୍ପତି

ବ୍ରଜରାଜନଗର (ବଡ଼ ଖବର ବ୍ୟୁରୋ): ବ୍ରଜରାଜନଗର ଥାନା ରାମପୁର କଲୋନୀ ଅଞ୍ଚଳରେ ଏକ ଅଭାବନୀ ଘଟଣା ଘଟିଛି । କୋଇଲା ଚୁଳି ଜଳାଉଥିବା ବେଳେ ଜଳି ଯାଇଛନ୍ତି ସ୍ୱାମ-ସ୍ତ୍ରୀ । ସ୍ତ୍ରୀକୁ ବଞ୍ଚାଇବାକୁ ଯାଇ ସ୍ୱାମୀର ଜୀବନ ଚାଲିଯାଇଛି । ଘଟଣା ସ୍ଥଳରେ ବ୍ରଜରାଜନଗର ପୋଲିସ ପହଞ୍ଚି ଅନୁଧ୍ୟାନ ଆରମ୍ଭ କରିଛି । ଅନ୍ୟପଟେ ଉକ୍ତ ଦମ୍ପତିଙ୍କ ୨ ଶିଶୁ ରହିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ