Masthead

ସ୍ୱାସ୍ଥ୍ୟମନ୍ତ୍ରୀ ହଟହଟା

କଟକ (ବଡ଼ ଖବର ବ୍ୟୁରୋ): ହଟହଟା ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ । କଟକ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ହଟାହଟା ହେବାକୁ ପଡ଼ିଛି । ଜେନେରାଲ ବଡି ମିଟିଂକୁ ଯାଇଥିବା ବେଳେ ଠିକା କର୍ମଚାରୀ ସ୍ଥାୟୀ ନିଯୁକ୍ତି ଦାବିରେ ମନ୍ତ୍ରୀ ନିରଞ୍ଜନଙ୍କୁ ଘେରିଥିଲେ । କେବେ ତାଙ୍କୁ ସ୍ଥାୟୀ ନିଯୁକ୍ତି ଦେବେ ସେ ଦିଗରେ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ ଠିକା କର୍ମଚାରୀ ।

ଶତାଧିକ ଠିକା କର୍ମଚାରୀଙ୍କୁ ବୁଝାସୁଝା କରିବା ପରେ ସ୍ଥିତି ଶାନ୍ତ ପଡ଼ିଥିଲା । ସୂଚନା ଅନୁସାରେ ପ୍ରାୟ ୧୯୦ ଜଣ ଠିକା କର୍ମଚାରୀ ଦୀର୍ଘ ୮ ବର୍ଷ ହେଲା କାର୍ଯ୍ୟ କରିଆସୁଛନ୍ତି । ନିଜର ହକ୍ ପାଇଁ ମନ୍ତ୍ରୀଙ୍କୁ ଘେରିଥିଲେ । ଏହାପେର ମନ୍ତ୍ରୀ ସୁରକ୍ଷା ଭିତରେ ମେଡିକାଲ ପରିସରକୁ ଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼