Masthead

ଆଜିଠୁ ଆରମ୍ଭ ହେବ ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜିଠୁ ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା । ସକାଳ ୯ରୁ ୫ଟା ଯାଏ ଚାଲିବ ନାମଲେଖା । ଚଳିତବର୍ଷ ୪ ଲକ୍ଷ ୭୨ ହଜାର ୨୭୯ ପିଲା ଆବେଦନ କରିଥିଲେ । ପ୍ରଥମ ପର୍ୟ୍ୟାୟ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ୪ ଲକ୍ଷ ୧୨ ହଜାର ୩୬୮ ଜଣ ।

କଳାରେ ୨ ଲକ୍ଷ ୫୩ ହଜାର ୧୭୮ ଜଣ, ବାଣିଜ୍ୟରେ ୨୫ ହଜାର ୧୬୮ ଓ ବିଜ୍ଞାନରେ ୧ଲକ୍ଷ ୨୧ ହଜାର ୨୩ ଜଣ ମନୋନୀତ ହୋଇଛନ୍ତି । ବାକି ୫୯ ହଜାର ୯୧୧ ପିଲା ଦ୍ୱିତୀୟ ଓ ସ୍ପଟ୍ ଆଡ଼ମିଶନ ପାଇଁ ରହିଯାଇଛନ୍ତି ।୧୩ ତାରିଖ ଯାଏଁ ପ୍ରଥମ ପର୍ଯ୍ୟାୟ ନାମଲେଖା ଚାଲିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଖରେ ନଥିଲେ ଆତ୍ମୀୟ, ଶବ ବୋହିଲେ ପୋଲିସ ଅଧିକାରୀ 🔴 ଆଜିଠାରୁ ରତ୍ନଭଣ୍ଡାର ଗଣତି 🔴 ୪ ଦିନ ନିର୍ଧୂମ ବର୍ଷିବ 🔴 ଭରଣପୋଷଣ ନଦେଲେ ଦରମାରୁ କଟିବ ଟଙ୍କା 🔴 ୩ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଜୁଏଲଙ୍କ ଟାର୍ଗେଟରେ ଦିଲ୍ଲୀପ କି? 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ପାଖରେ ନଥିଲେ ଆତ୍ମୀୟ, ଶବ ବୋହିଲେ ପୋଲିସ ଅଧିକାରୀ 🔴 ଆଜିଠାରୁ ରତ୍ନଭଣ୍ଡାର ଗଣତି 🔴 ୪ ଦିନ ନିର୍ଧୂମ ବର୍ଷିବ 🔴 ଭରଣପୋଷଣ ନଦେଲେ ଦରମାରୁ କଟିବ ଟଙ୍କା 🔴 ୩ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଜୁଏଲଙ୍କ ଟାର୍ଗେଟରେ ଦିଲ୍ଲୀପ କି? 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ