Masthead

ବନ୍ଧାହେଲେ ବାହାନଗା ଟ୍ରେନ୍ ଦୁର୍ଘଟଣା ପଛର ୩ ଜଣ

ଭୁବନେଶ୍ଵର (ବଡ଼ ଖବର) : ବାହାନଗା ରେଳ ଟ୍ରାଜେଡିରେ ୩ ଜଣଙ୍କୁ ଗିରଫ କଲା ସିବିଆଇ । ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହନ୍ତ ଗିରଫ । ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମିର ଖାନ୍ ଓ ଟେକନିସିଆନ ପପୁ କୁମାର ମଧ୍ୟ ଗିରଫ । ଦଫା ୩୦୪, ୨୦୧ CRPCରେ ଗିରଫ କଲା ସିବିଆଇ ।

ଜୁନ ୨ରେ ବାଲେଶ୍ଵର ବାହାନଗାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ୨ଟି ଯାତ୍ରୀବାହୀ ଓ ଏକ ମାଲବାହୀ ଟ୍ରେନ୍ । ଏ ଦୁର୍ଘଟଣା ଥିଲା ଅତ୍ୟନ୍ତ ଭୟାବହ । ଏଥିରେ ୨୯୩ ଜୀବନ ଯାଇଛି । ଘଟଣାର ତଦନ୍ତ କରୁଛି ସିବିଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ