Masthead

୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ନିମ୍ନ ମୌସୁମୀ । ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଓଡ଼ିଶା ଓ ପଶ୍ଚିମବଂଗ ଉପକୂଳକୁ ଲାଗି କେନ୍ଦ୍ରୀଭୂତ ହୋଇଛି ଏକ ଘୂର୍ଣ୍ଣିବଳୟ । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ୯ ଜିଲ୍ଲା ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର । ଏହା ସହ ଅନ୍ୟ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼