Masthead

ଓଡ଼ିଶାକୁ ମିଳିଛି ପ୍ୟାକେଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୋଭିଡ-୧୯ ସମୟରେ ଓଡ଼ିଶାକୁ କେନ୍ଦ୍ର ସରକାର ଅବହେଳା କରିନାହାନ୍ତି । ପରିସ୍ଥିତିର ମୁକାବିଲା ପାଇଁ କେନ୍ଦ୍ର, ରାଜ୍ୟ ସରକାରଙ୍କ ସହ ସଦାବେଳେ ଅଛି । କୋଭିଡ୍ ମୁକାବିଲା ପାଇଁ ଓଡ଼ିଶାକୁ କେନ୍ଦ୍ର ସରକାର ଅବହେଳା କରିନାହାନ୍ତି । ଆବଶ୍ୟକ ଅନୁସାରେ ସହଯୋଗ କରିଛନ୍ତି ବୋଲି ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।

ଗଣମାଧ୍ୟମକୁ ସୂଚନା ଦେଇ କେନ୍ଦ୍ରମନ୍ତ୍ରୀ କହିଛନ୍ତି, କୋଭିଡ-୧୯ ମୁକାବିଲା ପାଇଁ କେନ୍ଦ୍ର ସରକାର ଓଡ଼ିଶାକୁ ଦେଇଛନ୍ତି ସ୍ୱତନ୍ତ୍ର ପ୍ୟାକେଜ । କୋଭିଡ୍ ସମୟରେ ୨୨୨୬୭.୬୬କୋଟି ଟଙ୍କା କେନ୍ଦ୍ର ସରକାର ଦେଇଛନ୍ତି । ସେହିପରି ଉଜ୍ଜଳା ଯୋଜନାରେ ୬୮ଲକ୍ଷ ୭୯ହଜାର ଏପିଜି ସିଲିଣ୍ଡର ଯୋଗାଇ ଦିଆଯାଇଛି ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ